Masthead

ହସ୍ପିଟାଲରୁ ଚିକିତ୍ସାଧୀନ ବନ୍ଦୀ ଗାୟବ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୁଣି କୋଭିଡ ହସ୍ପିଟାଲରେ ଦେଖିବାକୁ ମିଳିଛି ଅଘଟଣ । ଚିକିତ୍ସାଧୀନ ଅବସ୍ଥାରେ ଗାୟବ ହୋଇଛନ୍ତି ଜଣେ ବନ୍ଦୀ । ଏଭଳି ଘଟଣା ଘଟିଛି ଏମକେସିଜି କୋଭିଡ଼ ହସ୍ପିଟାଲରେ । କୋଭିଡ ହସ୍ପିଟାଲ୧ରୁ ଚିକିତ୍ସାଧୀନ ବନ୍ଦୀ ଗାୟବ ହୋଇଛନ୍ତି । ବନ୍ଦୀ ଜଣକ ହେଲେ ବାଲିଗୁଡା ସବ ଜେଲର ବିଚାରାଧୀନ ବନ୍ଦୀ ମିରତା ସିଂ ।

୫ ଦିନ ପୂର୍ବେ କରୋନା ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ଆଜି ସକାଳୁ ସେ ଗାୟବ ଥିବା ଜଣାପଡିଛି । ସେ କିଛି ଦିନ ତଳେ ଗଂଜେଇ ଚାଲାଣ ମାମଲାରେ ଗିରଫ ହୋଇ ବାଲିଗୁଡା ଜେଲରେ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ