Masthead

ପଥର ଆଣିପାରିଲାନି ନାସା

(ବଡ଼ ଖବର ବ୍ୟୁରୋ):ମଙ୍ଗଳରୁ ପଥର ଆଣିପାରିଲାନି ନାସା । ମଙ୍ଗଳରେ ଜୀବସତ୍ତା ସମ୍ପର୍କରେ ଅଧିକ ଅନୁଧ୍ୟାନ ପାଇଁ ନାସା ସ୍ୱତନ୍ତ୍ର ଯାନ ପଠାଇଥିଲା । ଏହି ଯାନ ପଥର ଖୋଳି ନମୁନା ସଂଗ୍ରହ କରିବା କଥା । ମାତ୍ର ଯାନ୍ତ୍ରିକ ତ୍ରୁଟି ଯୋଗୁଁ ନାସାର ଏହି ମିଶନ ଫେଲ ମାରିଛି । ଆମେରିକା ସ୍ପେସ୍ ଏଜେନ୍ସି ନାସା ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ବୁଲେଟିନ୍ରେ ଏ ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ