Masthead

ବ୍ରୋଞ୍ଜ ବିଜୟୀ ବଜରଙ୍ଗ , ୮-୦ରେ ଖେଳ କଲେ ଖତମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବ୍ରୋଞ୍ଜ ବିଜୟୀ ବଜରଙ୍ଗ । ୮-୦ରେ ଖେଳ କଲେ ଖତମ । ଭାରତ ପାଇଁ ଆଉ ଏକ ବ୍ରୋଞ୍ଜ ପଦକ ଆଣିଲେ ବଜରଙ୍ଗ ପୁନିଆ । ୬୫ କେଜି ବର୍ଗରେ ବଜରଙ୍ଗ ପୁନିଆ କାଂସ୍ୟ ପଦକ ଜିତିଛନ୍ତି । କାଜଖସ୍ତାନର ଦୌଲେତ ନିୟାଜବେକୋଭଙ୍କୁ ପୁନିଆ ୮-୦ରେ ମାତ୍ ଦେଇ ବ୍ରୋଞ୍ଜ ଜିତିଛନ୍ତି । ଏଥିସହ ଅଲମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଯାହାକୁ ନେଇ ସାରା ଦେଶରେ ଖୁସିର ମାହୋଲ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି