Masthead

୪ ନମ୍ବର ମାଛ ମାର୍କେଟକୁ ସିଲ କଲା ବିଏମସି

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ସିଲ୍ ହୋଇଛି ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟ । କୋଭିଡ଼ ଗାଇଡ଼ଲାଇନ୍ ଉଲ୍ଲଘଂନ କରିବା ଅଭିଯୋଗରେ ଭୁବନେଶ୍ୱର ୟୁନିଟ-୪ ମାଛ ମାର୍କେଟକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ କଲା ବିଏମସି । ଶଟ୍‌ଡାଉନ୍‌ରେ ମାର୍କେଟ୍ ଖୋଲା ଥିବାରୁ ଏଭଳି କଡ଼ା କାର୍ୟ୍ୟାନୁଷ୍ଠାନ ନେଇଛି ବିଏମ୍‌ସି।

କଟକଣା କୋହଳ ହୋଇଥିଲେ ବି କରୋନା ସଂକ୍ରମଣ କମି ନଥିବାରୁ ଭୁବନେଶ୍ୱରରେ ଏବେ ବି ସପ୍ତାହାନ୍ତ ଶଟ୍‌ଡାଉନ୍ ବଳବତ୍ତର ରହିଛି। ପ୍ରତି ଶନିବାର ଓ ରବିବାର ବନ୍ଦ ରହୁଛି ଦୋକାନ ବଜାର। ତେବେ ଏହି କଟକଣାକୁ ଅମାନ୍ୟ କରି ଆଜି ୪ ନମ୍ବର ମାଛ ମାର୍କେଟ୍‌ରେ କିଛି ଦୋକାନ ଖୋଲାଥିବା ନେଇ ବିଏମ୍‌ସି ପାଖରେ ଖବର ପହଞ୍ଚିଥିଲା। ଏହା ପରେ ବିଏମ୍‌ସିର ଏକ ଟିମ୍ ମାର୍କେଟରେ ରେଡ୍ କରିଥିଲେ। ବିଏମ୍‌ସିର ଅତିରିକ୍ତ କମିଶନରଙ୍କ ସହିତ ଜେଡିସି ମଧ୍ୟ ଏଥିରେ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?