Masthead

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ବସୁଛି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକ ସନ୍ଧ୍ୟା ସାଢ଼େ ୫ଟାରେ ବସିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଭର୍ଚୁଆଲରେ ଅନୁଷ୍ଠିତ ଏହି ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜି ବୋଲି ଜଣାପଡ଼ିଛି ।

ସାଧାରଣ ପ୍ରଶାସନ ବିଭାଗର କ୍ୟାଡର ରୁଲ ସଂଶୋଧନ, ପୂର୍ତ ବିଭାଗର ୨ଟି ପ୍ରସ୍ତାବ, ପାନୀୟ ଜଳର କିଛି ଟେଣ୍ଡରକୁ ଅନୁମୋଦନ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ଲାଗିବାର ସମ୍ଭାବନା ରହିଛି । ମନ୍ତ୍ରୀମାନେ ଲୋକସଭା ଭବନରୁ ଏବଂ ନିର୍ବାଚନମଣ୍ଡଳୀରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟ କନଫରେନ୍ସ ହଲରୁ ଯୋଗ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି