Masthead

ବଦଳିଲେ ଜିଲ୍ଲାପାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି ।

ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ୟ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ