Masthead

ଅମାନିଆ ମନ୍ତ୍ରୀ ଅରୁଣ ସାହୁ: ମାନୁନାହାନ୍ତି ରାଜ୍ୟ ସରକାରଙ୍କ ନିୟମ

ନୟାଗଡ଼(ବଡ଼ ଖବର ବ୍ୟୁରୋ): କରୋନା ଗାଇଡଲାଇନର ଧଜିଆ ଉଡ଼ାଇଲେ ରାଜ୍ୟ ସରକାରଙ୍କ ଆଉ ଜଣେ ବରିଷ୍ଠ ମନ୍ତ୍ରୀ । କୃଷି ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ନିଜ ନିର୍ବାଚନ ମଣ୍ଡଳୀ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ କୋଭିଡ୍ ନିୟମର ଉଲ୍ଲଙ୍ଘନ କରିଛନ୍ତି । ଏହି ଫଟୋକୁ ଭଲ କରି ଦେଖନ୍ତୁ ଅରୁଣ ସାହୁ କେଉଁଭଳି କୋଭିଡ୍ ନିୟମର ଉଲ୍ଲଙ୍ଘନ କରୁଛନ୍ତି ।

ନୟାଗଡ଼ ମୁନିସିପାଲଟି ଅଞ୍ଚଳରେ ଇଣ୍ଡୋର ଷ୍ଟାଡିୟମ ପାଇଁ ୧୦ କୋଟି ମଞ୍ଜୁର କରିବା ନେଇ ଦଳର ଶତାଧିକ କର୍ମୀଙ୍କୁ ଏକାଠି କରି ଉତ୍ସବ ମନାଉଥିଲେ । ବ୍ୟାନର ଧରି ଶତାଧିକ ଲୋକ ଗୋଟିଏ ସ୍ଥାନରେ ଏକତ୍ରିତ ହେବା ସହ ଏଠି ଭିନ୍ନ ଦୃଶ୍ୟ ଥିଲା । କିଛି ଜଣ ତ ନାକ ତଳକୁ ମାସ୍କ ଖସାଇ ଖୋଲାଖୋଲି ନିୟମ ଭାଙ୍ଗୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ