୨୩ରୁ ଭୁବନେଶ୍ୱରରେ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ପାଇଁ ଖୁସି ଖବର । ଆସନ୍ତା ୨୩ରୁ ରାଜଧାନୀରେ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଏ ନେଇ ବିଏମ୍ସି ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ । ତେବେ କୋଭିଡ ଗାଇଡଲାଇନ୍ ପାଳନକୁ ବାଧ୍ୟତାମୂଳକ କରାଯାଇଛି । ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନେଇପାରିବେ ନିଷ୍ପତ୍ତି । ଏନେଇ ବିଭିନ୍ନ ଧର୍ମର ନେତୃବୃନ୍ଦଙ୍କ ସହ ଭର୍ଚୁଆଲରେ ହୋଇଥିଲା ଆଲୋଚନା। ସିଂହଦ୍ଵାର ଓ ଆଡକାଠ ଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଅନୁମତି ।

ଭୋଗ ଲାଗିବା ଉପରେ ବି ରୋକ ଲଗାଯାଇଛି । ସାମାଜିକ ଦୂରତା ଓ ମାସ୍କ ବାଧ୍ୟତାମୂଳକ କରାଯାଇଛି । ୨୫ରୁ ଅଧିକ ଭକ୍ତଙ୍କ ଏକାଠି ଦର୍ଶନ ମନା। ଛେପ ପକାଇବା ଓ ଗୁଟଖା ଖାଇବା ଉପରେ ରୋକ ଲଗାଯାଇଛି । ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ୧୮ବର୍ଷରୁ କମ ବୟସ୍କ ଓ ଅନ୍ୟ ସମ୍ବେଦନଶୀଳ ବର୍ଗଙ୍କୁ ଧାର୍ମିକ ଅନୁଷ୍ଠନ ଯିବା ଉପରେ ବି କଟକଣା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’