ରେଡ୍ ଆଲର୍ଟରେ ଭୁବନେଶ୍ୱର ବିମାନମନ୍ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରେଡ୍ ଆଲର୍ଟରେ ଭୁବନେଶ୍ୱର ବିମାନ ବନ୍ଦର । ନୂଆଦିଲ୍ଲୀ ଏୟାରପୋର୍ଟକୁ ଉଡ଼ାଇ ଦେବା ଧମକ ପରେ ହାଇଆର୍ଲଟରେ ଏୟାରପୋର୍ଟ । ଅଗଷ୍ଟ ୨୦ ଯାଏଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅଗଷ୍ଟ ୧୦ ରୁ ୨୦ ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିମାନବନ୍ଦରରେ ରେଡ ଆଲର୍ଟ ଜାରି ହୋଇଥିବାରୁ ବିମାନବନ୍ଦରର ସୁରକ୍ଷା ନେଇ ଏସଓପି ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!