Masthead

ପେଗାସସ ମାମଲାର ଆଜି ହେବ ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପେଗାସସ ମାମଲାର ଆଜି ହେବ ଶୁଣାଣି । ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ପେଗାସସ ମାମଲାର ଶୁଣାଣି କରାଯିବ । ଏନେଇ ଶତାଧିକ ଆଇନଜୀବୀ ଏବଂ ସାମାଜିକ କର୍ମୀ ଆବେଦନ କରିଥିଲେ । ଏହାକୁ ଦୃଷ୍ଟିରେ ରଖି ପେଗାସସ ପ୍ରସଙ୍ଗରେ ଶୁଣାଣି କରିବାକୁ ନିଷ୍ପତି ନେଇଛନ୍ତି ସର୍ବୋଚ୍ଚ ଅଦାଲତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ