ଉତ୍ତରାଖଣ୍ଡରେ ଭୟଙ୍କର ଭୂସ୍ଖଳନ

ଡେରାଡୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଭୟଙ୍କର ଭୂସ୍ଖଳନ । ଋଷିକେଶରୁ ଶ୍ରୀନଗର ଅଭିମୁଖେ ଯାଉଥିବା ରାଜପଥରେ ପର୍ବତର ଏକ ବଡ଼ ଅଂଶ ପ୍ରଚଣ୍ଡ ଶବ୍ଦରେ ଖସିପଡିଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପାଗ ଖରାପ ଯୋଗୁଁ ଗତ କିଛି ଦିନ ହେବ ଉତ୍ତରାଖଣ୍ଡରେ ଭୂସ୍ଖଳନ ହେଉଥିବାର ଖବର ଆସିଥିଲା ।

ହେଲେ ଆଜି ଟୋଟା ଉପତ୍ୟକା ନିକଟ ଜାତୀୟ ରାଜପଥରେ ଭୂସ୍ଖଳନ ହେବାର ଏକ ଭୟଙ୍କର ଭିଡିଓ ସାମ୍ନାକୁ ଆସିଛି । ଏହି ସମୟରେ ସେଠାରେ ଠିଆ ହୋଇଥିବା ଲୋକମାନେ ଦୌଡି ସେଠାରୁ ପଳାଇ ଯାଇଥିଲେ । ଭୂସ୍ଖଳନ ଯୋଗୁଁ ରାଜପଥ ସାମୟିକ ଭାବେ ବନ୍ଦ ହୋଇଯାଇଛି । ଫଳରେ ଯାନାବାହନ ସେଠାରେ ଅଟକି ରହିଛି । ଅଧିକାଂଶ ଲୋକେ ସେଠାରେ ଫସିରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’