Masthead

ପେଗାସସ ବିବାଦ: ଆସନ୍ତା ୧୬ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୬ତାରିଖରେ ହେବ ପେଗାସସ ମାମଲାର ପରବର୍ତ୍ତୀ ଶୁଣାଣି । ଆସନ୍ତା ସୋମବାର ପାଇଁ ଶୁଣାଣି ଧାର୍ଯ୍ୟ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସମସ୍ତ ପିଟିସନ କପି ସଲିସିଟର ଜେନେରାଲ ଗ୍ରହଣ କରିଥିବା ନେଇ ସୁପ୍ରିମକୋର୍ଟଙ୍କୁ ଅବଗତ କରିଛନ୍ତି । ଏନେଇ କେନ୍ଦ୍ର ଅନୁମତିକୁ ଅପେକ୍ଷା ରହିଥିବା ଜଣାଇଛନ୍ତି ସଲିସିଟର ଜେନେରାଲ ।

ତେବେ ଏହି ମାମଲାକୁ ନେଇ ବାହାରେ ଚର୍ଚ୍ଚା ଅନାବଶ୍ୟକ ବୋଲି ମତ ଦେଇଛନ୍ତି ପ୍ରଧାନ ବିଚାରପତି । ମାମଲାର ଶୁଣାଣି ପାଇଁ ଅଧିକ ସମୟ ମାଗିଛନ୍ତି ପ୍ରଧାନ ବିଚାରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ