Masthead

ଦେଶରେ ବଢ଼ିଛି ନିଯୁକ୍ତି, ହେଲେ ବଢ଼ିଥିବା ନିଯୁକ୍ତି ଅତ୍ୟନ୍ତ ନିମ୍ନମାନର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ବଢ଼ିଛି ନିଯୁକ୍ତି । ଚଳିତ ବର୍ଷ ଜୁଲାଇରେ କରୋନା ପ୍ରଭାବ କମିବା ସହିତ ଦେଶରେ ନିଯୁକ୍ତି ମଧ୍ୟ ବୃଦ୍ଧି ପାଇଛି । ଏନେଇ ଏକ ରିପୋର୍ଟ ଜାରି କରିଛି ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି । ରିପୋର୍ଟ ଅନୁସାରେ ଜୁଲାଇ ମାସରେ ପ୍ରାୟ ୧କୋଟି ୬୦ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇଛି । ତେବେ ଚିନ୍ତାର ବିଷୟ ହେଉଛି ସୃଷ୍ଟି ହୋଇଥିବା ନିଯୁକ୍ତି ଅତ୍ୟନ୍ତ ନିମ୍ନମାନର । ଜୁଲାଇ ମାସରେ କୃଷି କ୍ଷେତ୍ରରେ ଅତିରିକ୍ତ ୧କୋଟି ୧୨ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇଛି ।

ସେହିପରି ୫୪ଲକ୍ଷ ନିଯୁକ୍ତି କେବଳ ଜୁଲାଇ ମାସରେ ନିର୍ମାଣ କ୍ଷେତ୍ରରେ ସୃଷ୍ଟି ହୋଇଛି । ସେହିପରି ଉତ୍ପାଦନ କ୍ଷେତ୍ରରେ ନିଯୁକ୍ତି ୮୦ହଜାର ହ୍ରାସ ପାଇଛି । ସେବା କ୍ଷେତ୍ରରେ ମଧ୍ୟ ୫୦ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇପାରିଛି । କ୍ଷୁଦ୍ର ବ୍ୟବସାୟୀ ଓ ଦିନ ମଜୁରିଆ ଭାବେ ୧କୋଟି ୮୬ଲକ୍ଷ ଲୋକ କାମ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼