Masthead

ଅଲିମ୍ପିକରେ ଅନ୍ତର୍ଭୂକ୍ତ ହେବ କ୍ରିକେଟ୍

(ବଡ଼ ଖବର ବ୍ୟରୋ): ଅଲିମ୍ପିକ୍ ଗେମରେ କ୍ରିକେଟ ଅନ୍ତର୍ଭୁକ୍ତ କରିବା ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପ୍ରସ୍ତୁତ ହେଉଛି । ଯଦି ସବୁ ଠିକ ହୁଏ ତେବେ ୨୦୨୮ ମସିହାରେ ଲସ୍ ଆଞ୍ଜେଲସ୍ ଏବଂ ପରବର୍ତ୍ତୀ ଅଲିମ୍ପିକ୍ ଗେମ୍ରେ କ୍ରିକେଟ ମଧ୍ୟ ରହିବ ।

ଆଇସିସି ନିଜେ ଏ ବିଷୟରେ ସୂଚନା ଦେଇଛି । ଏଥିପାଇଁ ଏକ ଟିମ ଗଠନ ହୋଇଛି । ଲସ୍ ୨୦୨୮ରେ ଆଞ୍ଜେଲସ୍, ବିସବେନ୍ ୨୦୩୨ରେ ଅଲିମ୍ପିକ ଗେମରେ କ୍ରିକେଟ୍ ଅନ୍ତର୍ଭୂକ୍ତ କରିବାକୁ ଚେଷ୍ଟା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର