Masthead

୧୨ରୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୧୨ରୁ ଆରମ୍ଭ ହେବ ଯୁକ୍ତ ୨ ନାମ ଲେଖା ପ୍ରକ୍ରିୟା । ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହେବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଗଣଶିକ୍ଷା ବିଭାଗ ଅଧିକାରୀଙ୍କୁ ନେଇ ଗଠିତ ହୋଇଥିଲା ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି । ଏହି କମିଟିର ବୈଠକ ପରେ ଏହି ନିଷ୍ପତ୍ତି ହୋଇଛି । ୧୨ ତାରିଖରୁ ଛାତ୍ରଛାତ୍ରୀ ଅନଲାନ ଏସଏଏମଏସ ପୋର୍ଟାଲରେ ନାମଲେଖା ପାଇଁ ଆବେଦନ କରିପାରିବେ । କରୋନା ଯୋଗୁ ଆଡମିସନ ଫି ବୃଦ୍ଧି ହେବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା