Masthead

୩୭୦ ଉଚ୍ଛେଦ ପରେ କେତେଜଣ କିଣିଛନ୍ତି ଜମ୍ମୁ-କାଶ୍ମୀରରେ ଜମି?

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଧାରା ୩୭୦ ଉଚ୍ଛେଦକୁ ପୁରିଛି ଦୁଇବର୍ଷ । ଦେଶର ଯେ କୌଣସି ବ୍ୟକ୍ତି ଚାହିଁବେ ସେଠାରେ ଜମି କିଣିପାରିବେ । ତେବେ ଦୁଇ ବର୍ଷ ମଧ୍ୟରେ ମାତ୍ର ୨ଜଣ ଜମ୍ମୁ-କାଶ୍ମୀରରେ ଜମି କିଣିଛନ୍ତି । ଏନେଇ ସ୍ୱରାଷ୍ଟ୍ର ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକସଭାରେ କହିଛନ୍ତି ଯେ, ଜମ୍ମୁ-କାଶ୍ମୀରରେ ଜମି କିଣିବାରେ କୌଣସି ଆଇନଗତ ସମସ୍ୟା ଦେଖାଦେଇଥିବା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ ।

କେବଳ ଦୁଇଜଣ ଲୋକ ସେଠାରେ ଜମି କିଣିଛନ୍ତି । କିନ୍ତୁ ସେମାନେ କିଏ ଓ କେଉଁ ରାଜ୍ୟର ତାହା ସାର୍ବଜନୀନ କରାଯାଇନାହିଁ । ତେବେ ୨୦୧୯ ଅଗଷ୍ଟ ୫ ତାରିଖରେ ଜମ୍ମୁ-କାଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ଦେଉଥିବା ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ଆଉ ଏଣିକି ସବୁ ରାଜ୍ୟର ଲୋକମାନେ ଚାହିଁଲେ ଜମ୍ମୁ-କାଶ୍ମୀରରେ ଜମି ଠାରୁ ଆରମ୍ଭ କରି ଘର କିଣିପାରିବେ ବୋଲି ମଧ୍ୟ କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼