Masthead

ଭିଜିଲାନ୍ସ ଜାଲରେ କୁବେର ପିଇଓ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଢେ଼ଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ କେରେଜୋଳି ପଂଚାୟତର ପିଇଓ ସନ୍ତୋଷ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ସେ ଭୁବନ ବ୍ଲକ ଦିଘି ଓ ମଠକରଗୋଳା ପଞ୍ଚାୟତର ପିଇଓ ଥିଲା ବେଳେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏକକାଳୀନ ଭାବେ ଢେଙ୍କାନାଳ ଓ କାମାକ୍ଷାନଗରର ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।

ଏହି ଚଢ଼ାଉରେ ଜଣେ ଡିଏସପିଙ୍କ ସମେତ ୭ ଜଣ ଇନିସ୍ପେକ୍ଟର ସାମିଲ ରହିଛନ୍ତି ବୋଲି ଜଣାପଡ଼ିଛି। ଭିଜିଲାନ୍ସ ଟିମ ମୁଖ୍ୟ ସୁରେନ୍ଦ୍ର ନାଥ ରାୟଗୁରୁଙ୍କ ସମେତ ଡିଏସପି ଅନିରୁଦ୍ଧ ନାୟକ ସାମିଲ ରହିଛନ୍ତି । ତୁମୁସିଙ୍ଗା ଥାନା ଧୋବାବାହାଳି ଗାଁର ପୈତୃକ ଘର, କାମାକ୍ଷାନଗର ଜିରିଡାମାଳି ନିକଟରେ ୩ ମହଲା କୋଠା ସହ ଅନ୍ୟ ଦୁଇଟି ସ୍ଥାନରେ ଏକ ମହଲା ଘର ରହିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ