Masthead

କମୁନି ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ ଆଜି ବି ହଜାର ପାର କଲା ସଂକ୍ରମଣ । ୨୪ ଘଣ୍ଟାରେ ୧୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୬୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୪୫୨ଜଣ । ନୂଆ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୭୨, ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୪୭, ଦେବଗଡରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫୮, ଯାଜପୁରରୁ ୫୮, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬, କେନ୍ଦ୍ରାପଡାରୁ ୫୧, କେଉଁଝରରୁ ୧୨, ମାଲକାନଗିରିରୁ ୫, ମୟୁରଭଞ୍ଜରୁ ୩୫ଜଣ ଚିହ୍ନଟ ହୋଇଛନ୍ତି ।

ନବରଙ୍ଗପୁରରୁ ଜଣେ, ନୟାଗଡରୁ ୨୬ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡରୁ ୬ ଜଣ, ଷ୍ଟେଟ ପୁଲରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୯ ଲକ୍ଷ ୯୦ ହଜାର ୭୫ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ । ଏମାନଙ୍କ ମଧ୍ୟରୁ ୯ ଲକ୍ଷ ୭୨ ହଜାର ୭୧୦ ଜଣ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’