Masthead

କିଏ କେଉଁଠି ଉତ୍ତୋଳନ କରିବେ ଜାତୀୟ ପତାକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):୧୯ ଜିଲ୍ଲାରେ ମନ୍ତ୍ରୀ ଉଡାଇବେ ଜାତୀୟ ପତାକା । ୧୧ ଜିଲ୍ଲାରେ ଜିଲ୍ଲାପାଳ ଓ ଦୁଇ ସ୍ଥାନରେ ଆରଡିସି ଉଡାଇବେ ତ୍ରିରଙ୍ଗା । କିନ୍ତୁ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି କୌଣସି ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ କରିବେ ନାହିଁ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କନ୍ଧମାଳ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପୁରୀ, ପରିବହନମନ୍ତ୍ରୀ ପଦ୍ମନାଭ ବେହେରା କଟକ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୟୂରଭଞ୍ଜ, କୃଷିମନ୍ତ୍ରୀ ଅରୁଣ ସାହୁ ସୁନ୍ଦରଗଡ଼, ଗ୍ରାମ୍ୟଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ବଲାଙ୍ଗୀର, ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କଳାହାଣ୍ଡି, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କୋରାପୁଟରେ ଜାତୀୟ ପତାକା ଉତ୍ତୋଳନ କରିବେ ।

ଗଜପତିରେ ମନ୍ତ୍ରୀ ଜଗନ୍ନାଥ ସାରକା, ନୂଆପଡ଼ାରେ ଦିବ୍ୟଶଙ୍କର ମିଶ୍ର, ସମ୍ବଲପୁରରେ ଅଶୋକ ପଣ୍ଡା, ଅନୁଗୁଳରେ ଜ୍ୟେତିପ୍ରକାଶ ପାଣିଗ୍ରାହୀ, ସୁବଣ୍ଣପୁରରେ ପ୍ରେମାନନ୍ଦ ନାୟକ, କେନ୍ଦୁଝରରେ ରଘୁନନନ୍ଦନ ଦାସ, ମାଲକାନଗିରିରେ ପଦ୍ମନି ଦିଆନ, ନବରଙ୍ଗପୁରରେ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ । ବ୍ରହ୍ପୁରରେ ଦକ୍ଷିଣାଞ୍ଚଳ ଆରଡିସି ଓ ରାଉରକେଲାରେ ପଶ୍ଚିମାଞ୍ଚଳ ଆରଡିସି ଜାତୀୟ ପତାକା ଉତ୍ତୋଳନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା