୯ରାଜନୈତିକ ଦଳକୁ ଜରିମାନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜେପି ସମେତ ୯ରାଜନୈତିକ ଦଳକୁ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା । ଜୋରିମାନା ଆଦେଶ ଦେଇଛନ୍ତି ସୁପ୍ରିକୋର୍ଟ । ଜଷ୍ଟିସ ଆରପି ଜରିମାନ ଓ ଜଷ୍ଟିସ ବିଆର ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ଗତ ବିହାର ନିର୍ବାଚନ ବେଳେ ରାଜନୈତିକ ଦଳଗୁଡିକ ପ୍ରାର୍ଥୀମାନଙ୍କ ବିରୋଧରେ ଥିବା ଅପରାଧୀକ ମାମଲାକୁ ସାର୍ବଜନୀନ କରିନଥିବାରୁ ସୁପ୍ରିମେକୋର୍ଟ କ୍ଷୁବ୍ଧ ହୋଇ ଏପରି ନିର୍ଦ୍ଦେଶ ଦେଇଛନ୍ତି ।

ବିଜେପି, କଂଗ୍ରେସ ସମେତ ଅନ୍ୟ ୫ଦଳକୁ ୧ଲକ୍ଷ ଟଙ୍କା ଲେଖାଏଁ, ସିପିଏମ୍, ଏନ୍ସିପିକୁ ୫ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା ଆଦେଶ ଦେଇଛନ୍ତି ଶୀର୍ଷ ଅଦାଲତ । ରାଜନୀତିକୁ ଅପରାଧ ମୁକ୍ତ କରିବା ପାଇଁ ସୁପ୍ରିକୋର୍ଟ ଏଭଳି ପଦକ୍ଷେପ ନେଇଛନ୍ତି । ରାଜନୈତିକ ଦଳଗୁଡିକ ପ୍ରାର୍ଥୀ ଚୟନର ୪୮ଘଣ୍ଟା ମଧ୍ୟରେ ସେମାନଙ୍କ ଅପରାଧୀକ ରେକର୍ଡକୁ ସାର୍ବଜନୀନ କରିବାକୁ କୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ