Masthead

ନଟିଂହାମ ଟେଷ୍ଟରେ ଆଇସିସି ଭାରତ-ଇଂଲଣ୍ଡକୁ ୨-୨ ପଏଣ୍ଟ ଜରିମାନା

(ବଡ଼ ଖବର ବ୍ୟୁରୋ): ନଟିଂହାମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା । ଏହି ଟେଷ୍ଟ ମ୍ୟାଚରେ ଧୀର ବୋଲିଂ ପାଇଁ ଆଇସିସି ଉଭୟ ଦଳକୁ ଜୋରିମାନା କରିଛି ।

ଭାରତ ଏବଂ ଇଂଲଣ୍ଡ ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ ଦୁଇଟି ପଏଣ୍ଟ ଜରିମାନା କରି ଉଭୟ ଦଳ ପାଇଁ ୪୦ ପ୍ରତିଶତ ମ୍ୟାଚ୍ ଫି ମଧ୍ୟ ହ୍ରାସ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ