Masthead

ସ୍ତ୍ରୀକୁ ଏସିଡ୍ ମାରିଲା ସ୍ୱାମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଧଉଳି ଥାନା ବାଲିଆପାଳ ଗାଁରେ ସ୍ୱାମୀର ଜଘନ୍ୟ କାଣ୍ଡ । ପାରିବାରିକ କଳହକୁ କେନ୍ଦ୍ର କରି ସ୍ତ୍ରୀ ଉପରକୁ ଫିଙ୍ଗିଲା ଏସିଡ । ଗୁରୁତର ଅବସ୍ଥାରେ ମହିଳାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି । ବର୍ଷକ ତଳେ ହୋଇଥିଲା କୋର୍ଟ ମ୍ୟାରେଜ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ