Masthead

ଆଜିଠୁ ଲର୍ଡସରେ ଦ୍ୱତୀୟ ଟେଷ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଐତିହାସିକ ଲର୍ଡସରେ ଆରମ୍ଭ ହେବ ଦ୍ୱିତୀୟ ଟେଷ୍ଟ । ପ୍ରଥମ ଟେଷ୍ଟ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିଲା । ଚମତ୍କାର ବୋଲିଂ ଯୋଗୁ ଭାରତର ବିଜୟ ସମ୍ଭାବନା ସୃଷ୍ଟି ହୋଇଥିଲା । ହେଲେ ଶେଷ ଦିନରେ ଖେଳକୁ ବର୍ଷା ଧୋଇନେବାରୁ ନିଶ୍ଚିତ ବିଜୟ ଭାରତ ହାତରୁ ଖସି ଯାଇଥିଲା । ଏପରି ସ୍ଥଳରେ ଲର୍ଡସରେ ଭାରତ ବ୍ୟାଟିଂରେ ଉନ୍ନତି ଆଣିବାକୁ ଚେଷ୍ଟା କରିବ ।

ଲର୍ଡସରେ ଉଭୟ ଦଳ ଶେଷ ଥର ପାଇଁ ଟେଷ୍ଟ ଖେଳିଥିଲେ । ଶାର୍ଦୁଲ ଠାକୁର ଆହତ ହୋଇଥିବାରୁ ତାଙ୍କ ସ୍ଥାନରେ ଅଶ୍ୱିନଙ୍କୁ ସୁଯୋଗ ମିଳିପାରେ । ଏହା ବାଦ୍ ଇଶାନ୍ତ ଶର୍ମାଙ୍କୁ ମଧ୍ୟ ବିକଳ୍ପ ଭାବେ ନିଆଯାଇପାରେ । ୨୦୧୪ରେ ଏହି ପଡ଼ିଆରେ ଦମଦାର ପ୍ରଦର୍ଶନ କରିଥିଲେ । ଅଶ୍ୱିନ୍ ଓ ଇଶାନ୍ତଙ୍କୁ ଚୂଡାନ୍ତ ଦଳରେ ରଖାଗଲେ ମହମ୍ମଦ ସିରାଜଙ୍କୁ ବାଦ୍ ଦିଆଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ