Masthead

ମେଗା ଜଳ ପ୍ରକଳ୍ପକୁ ବିରୋଧ କରି ବିରାଟ ଜନ ଆନ୍ଦୋଳନ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଖରସ୍ରୋତା ମେଗା ଜଳ ପ୍ରକଳ୍ପକୁ ନେଇ ତେଜୁଛି ବିବାଦ। ପୋଲିସର ଦବଙ୍ଗ ଗିରି ଓ କମ୍ପାନୀ ବିରୂଧରେ ବୁଧବାର ସଂଗ୍ରାମ ସମିତିର ସମନ୍ୱୟ କମିଟି ବୈଠକ ଆୟୋଜିତ ହୋଇଥିଲା । ଆଜି ହେବ ବିରାଟ ଜନ ଆନ୍ଦୋଳନ।ସଂଗ୍ରାମ ସମିତି ପ୍ରସାସନ ବିରୁଦ୍ଧରେ ଦେଇଛି ରଣ ହୁଙ୍କାର।ସେପଟେ ପୋଲିସ ଟିମ ସହ ଘଟଣା ସ୍ଥଳ ପରି ଭ୍ରମଣ କରିଛନ୍ତି କେନ୍ଦ୍ରାପଡା ଏସ୍ପି।ରାଜକନିକା ଓ ଆଳି ଅଞ୍ଚଳରେ ଆହୁରି ଅଧିକ ପୋଲିସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ