Masthead

ଦେଶରେ କରୋନା ସଂକ୍ରମଣ ପୁଣି ବଢିଲା

(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ମାମଲା ପୁଣି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୪୧,୫୭୬ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି । ଏଥିସହିତ ୪୯୧ ଜଣ ପ୍ରାଣ ହରାଇଛନ୍ତି ।

୩୯,୧୨୫ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ସଂକ୍ରମଣ ସଂଖ୍ୟା ୪୦ ହଜାର ଅତିକ୍ରମ କରିଛି । ପୂର୍ବରୁ ଏହି ସଂଖ୍ୟା ୪୦ ହଜାରରୁ କମ୍ ଥିଲା । ଅଗଷ୍ଟ ୫ରେ ୪୫ ହଜାର ମାମଲା ସାମ୍ନାକୁ ଆସିଥିଲା ।

କେରଳରେ ବର୍ତ୍ତମାନ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏଠାରେ ୨୩,୫୦୦ ରୋଗୀଙ୍କ ରିପୋର୍ଟ ସକରାତ୍ମକ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ