Masthead

ଦେଶର ୧୫୨ଜଣଙ୍କୁ ମିଳିବ ଉତ୍କର୍ଷ ସେବା ପଦକ, ଓଡ଼ିଶାରୁ ୪

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ୧୫୨ଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ଏନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇଛି । ତାଲିକାରେ ଓଡିଶାର ୪ ପୋଲିସଙ୍କ ନାଁ ସାମିଲ ରହିଛି । ସେଥିମଧ୍ୟରୁ ରହିଛନ୍ତି ୨ଜଣ ଇନସପେକ୍ଟର ଏବଂ ୨ଜଣ ସବ ଇନସପେକ୍ଟର । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ ଦେବେନ୍ଦ୍ର ବିଶ୍ୱାଳଙ୍କ ନାଁ ଥିବା ବେଳେ ଅନ୍ୟ ୨ଜଣ ହେଉଛନ୍ତି ଏସଆଇ ତୃପ୍ତି ରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁ । ତଦନ୍ତ କ୍ଷେତ୍ରରେ ପାରଦର୍ଶିତା ପାଇଁ କେନ୍ଦ୍ର ପକ୍ଷରୁ ପ୍ରଦାନ କରାଯିବ ଏହି ଉତ୍କର୍ଷ ସେବା ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ