Masthead

ପୁଣି ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ହଜାର ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୧୧୯୩ ସହକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୬୯୫ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ରହିଛି ୪୯୮ । ତେବେ ରାଜ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୪୯ ଜଣ, ବାଲେଶ୍ୱରରୁ ୬୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୯ ଜଣ, କଟକରୁ ୧୬୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୩୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୨୦ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୨ ଜଣ।

 ନୟାଗଡ଼ରୁ ୩୯ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲରୁ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୨ ହଜାର ୩୭୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୭୪ ହଜାର ୭୫୬ଜଣ ସୁସ୍ଥ ହେଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା