Masthead

ନିଜେ ତିଆରି କରିଥିବା ହେଲିକପ୍ଟର ପଙ୍ଖା ଭାଙ୍ଗି ଚାଲିଗଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମନରେ ଥିଲା ଅସୁମାରୀ ସ୍ୱପ୍ନ । କିନ୍ତୁ ସ୍ୱପ୍ନ ପୂରଣ ହେବା ପୂର୍ବରୁ ହିଁ ଚାଲିଗଲା ଜୀବନ । ଏପରି ଏକ ଦୁଃଖଦ ଘଟଣା ଘଟିଛି ମହାରାଷ୍ଟ୍ରର ୟଭତମାଲ ଜିଲ୍ଲାରେ । ଜଣେ ୨୪ବର୍ଷର ଯୁବ ଇଞ୍ଜିନିୟର ପ୍ରସ୍ତୁତ କରିଥିଲେ ହେଲିକପ୍ଟର । ବିଭିନ୍ନ ପରୀକ୍ଷା ନିରିକ୍ଷା କରିବା ପରେ ଏହାର ସଫଳ ପରୀକ୍ଷଣ କରିବାକୁ ବି ଚେଷ୍ଟା କରିଥିଲେ । କିନ୍ତୁ ଶେଷ ସମୟରେ ଓଲଟିଗଲା ସବୁ କିଛି ।

ହେଲିକପ୍ଟର ଉଡ଼ାଣ ଭରିବା ସମୟରେ ହିଁ ପଙ୍ଖା ଭାଙ୍ଗି ଯାଇଥିଲା । ଆଉ ଏହା ଆସି ବାଜିଥିଲା ଯୁବ ଇଞ୍ଜିନିୟରଙ୍କ ବେକରେ । ଯାହାଫଳରେ ଯୁବକଙ୍କୁ ପ୍ରାଣ ହରାଇବାକୁ ପଡ଼ିଛି । ନିଜ ସ୍ୱପ୍ନ ପୂରଣ କରିବା ପୂର୍ବରୁ ହିଁ ନିଜ ପ୍ରାଣ ହରାଇଛନ୍ତି ଯୁବକ ଜଣକ । ଯାହାର ଭିଜୁଆଲ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ