Masthead

୨୪ ଘଣ୍ଟାରେ ୧୧୩୨ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୩୫୦୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୩୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୫୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୯୫୭୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ