Masthead

ଜଗାକୁ ମିଳିଲା ସୁଭଦ୍ରା

କନ୍ଧମାଳ (ବଡ଼ ଖବର ବ୍ୟୁରୋ): ଜଗାକୁ ମିଳିଛି ଭଉଣୀ ସୁଭଦ୍ରା । ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗା ବଳିଆ। ଜଗା ବଳିଆଙ୍କ ବିରଳ ଅସ୍ତ୍ରୋପଚାର ଦିଲ୍ଲୀ ଏମ୍ସ ହସ୍ପିଟାଲରେ ସଫଳ ରୂପେ କରାଯିବା ପରେ ଦୁହିଁଙ୍କୁ କିଛିଦିନ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ପରବର୍ତ୍ତୀ ସମୟରେ ବଳିଆର ଦେହାନ୍ତ ହୋଇଥିଲା ଏବଂ ଏକା ହୋଇଯାଇଥିଲା ଜଗା। ତେବେ ଶନିବାର ଦିନ ଜଗାର ମା ସଂଯୁକ୍ତା କହଁର ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିବା ବେଳେ ଜଗାକୁ ମିଳିଛି ତା ଭଉଣୀ ସୁଭଦ୍ରା। କନ୍ୟା ସନ୍ତାନକୁ ଜନ୍ମ ଦେବା ପରେ ବେଶ୍ ଖୁସି ଅଛନ୍ତି ଉଭୟ ବାପା ମାଙ୍କ ସହ ପୁରା ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି