Masthead

କ୍ରାଇମବ୍ରାଞ୍ଚକୁ ଗଲା ସୌମ୍ୟ ମୃତ୍ୟୁ ମାମଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଏହି ସୂଚନା ଦେଇଛନ୍ତି। ଡିଜିପି ଅଭୟଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏହି ମାମଲରା ତଦନ୍ତ ଭାର ନେଇଛି।

ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଡିଏସ୍‌ପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍ ଗଠନ କରାଯାଇଛି। ଏଡିଜି କହିଛନ୍ତି, ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ କ୍ରାଇମ୍‌ବ୍ରାଞ୍ଚ ଏହାର ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଅଧିକାରୀ ମୂଳରୁ ଘଟଣାର ତଦନ୍ତ କରିବେ। ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ