Masthead

୧୪ ଅଗଷ୍ଟକୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭାବେ ପାଳନ କରାଯିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ଅଗଷ୍ଟ ୧୪ ତାରିଖରେ ପାଳନ କରାଯିବ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ । ଏନେଇ ଟ୍ୱିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଦେଶ ବିଭାଜନର ଯନ୍ତ୍ରଣା କେବେ ବି ଭୁଲି ହେବନି । ଘୃଣା ଓ ହିଂସା ହେତୁ ଆମର ଭାଇ ଭଉଣୀ ମାନଙ୍କ ମଧ୍ୟରୁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଥିଲେ ତଥା ପ୍ରାଣ ମଧ୍ୟ ହରାଇଥିଲେ । ଆଉ ସେହି ଲୋକଙ୍କ ସଂଗ୍ରାମ ଓ ବଳିଦାନକୁ ମନେପକାଇ ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରବିାକୁ ନିଷ୍ପତ୍ତି ନିଆଯାଇଛି ।

ଏହି ଦିନ ଆମକୁ କେବଳ ଭେଦଭାବ, ଶତ୍ରୁତା ଏବଂ ଅନୈତିକତାର ବିଷ ଦୂର କରିବାକୁ ପ୍ରେରଣା ଦେବ ନାହିଁ ବରଂ ଏହା ଏକତା, ସାମାଜିକ ସୌହାର୍ଦ୍ଦ୍ୟ ଏବଂ ମାନବ ସମ୍ବେଦନଶୀଳତାକୁ ମଧ୍ୟ ଦୃଢ଼ କରିବ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି । ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୧୪, ୧୯୪୭ ରେ ଭାରତ ଏବଂ ପାକିସ୍ତାନ ବିଭାଜିତ ହୋଇଥିଲେ। ପାକିସ୍ତାନ ଏବେ ଅଗଷ୍ଟ ୧୪କୁ ଏହାର ସ୍ୱାଧୀନତା ଦିବସ ଭାବେ ପାଳନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା