Masthead

ଦିଲ୍ଲୀବାସୀଙ୍କୁ ଅନଲାଇନରେ ଉପଲବ୍ଧ ଆରଟିଓ ସେବା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ପ୍ରଥମ ଥର ପାଇଁ ବନ୍ଦ ହୋଇଛି ଆରଟିଓ ଅଫିସ । ସିଏମ୍ ଅରବିନ୍ଦ କେଜରିୱାଲ ଦିଲ୍ଲୀର ଆରଟିଓ କାର୍ୟ୍ୟାଳୟକୁ ତାଲା ପକାଇ ଦେଇଛନ୍ତି । ବର୍ତ୍ତମାନ ଦିଲ୍ଲୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟ ବାହାରେ ଲମ୍ବା ଧାଡିରେ ଠିଆ ହେବାକୁ ପଡିବ ନାହିଁ । ସମସ୍ତ ଆରଟିଓ ସେବାଗୁଡିକ ନିଜ ଘରେ ଅର୍ଥାତ୍ ଅନଲାଇନ୍ ଉପଲବ୍ଧ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା