Masthead

୧୬ରୁ ବାହାର ଜିଲ୍ଲାବାସୀଙ୍କ ପାଇଁ ଖୋଲିବ ସ୍ୱର୍ଗଦ୍ୱାର

ପୁରୀ (ବଡ଼ ଖବର ବ୍ୟୁରୋ): ୧୬ରୁ ଖୋଲିବ ସ୍ୱର୍ଗଦ୍ୱାର । କୋଭିଡ କଟକଣା ଯୋଗୁ ବନ୍ଦ ଥିବା ସ୍ୱର୍ଗଦ୍ୱାର ୧୬ତାରିଖରୁ ବାହାର ଜିଲ୍ଲାବାସୀଙ୍କ ପାଇଁ ଖୋଲିବାକୁ ନିଷ୍ପତି ହୋଇଛି । ଏଣିକି ପୁରୀ ବାହାର ଜିଲ୍ଲା ଲୋକ ବି ସ୍ୱର୍ଗ ଦ୍ୱାରରେ ନିଜ ପରିଜନଙ୍କ ଶବ ସତ୍କାର କରିପାରିବେ। ଶବ ସତ୍କାର ସମୟରେ କୋଭିଡ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ।

ସୂଚନା ଅନୁଯାୟୀ, ଦୀର୍ଘ ଦିନ ପରେ କରୋନା ଗ୍ରାଫ୍‌ ତଳମୁହାଁ ଥିବାରୁ ପୁରୀ ବାହାର ଜିଲ୍ଲାବାସୀଙ୍କୁ ସ୍ୱର୍ଗଦ୍ୱାରରେ ଶବ ସତ୍କାର କରିବାକୁ ଅନୁମତି ଦିଆଯାଇଛି। ମୃତକଙ୍କ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ। ଏହାବାଦ ଶନିବାର, ରବିବାର ସଟଡାଉନ୍‌ରେ ମଧ୍ୟ ସ୍ୱର୍ଗଦ୍ୱାର ଖୋଲା ରହିବ। ଏହି ସମୟରେ ମଧ୍ୟ ବାହାର ଜିଲ୍ଲାବାସୀ ଶବ ସତ୍କାର କରିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ