Masthead

ପାଣି ବଢିରେ ଭାସି ଗଲେ ଯୁବକ

ମୟୂରଭଞ୍ଜ(ବଡ଼ ଖବର): ପାଣି ବଢିରେ ଭାସି ଗଲେ ଯୁବକ। ବାରିପଦା ସ୍ଥିତ ବଳରାମପୁର ୱାର୍ଡ ନମ୍ବର ୧୭ ସ୍ଥିତ ଜରାଳି ନଦୀରେ ଦୁଇ ଘଣ୍ଟା ଜୋରଦାର ବର୍ଷା ହେବ ଫଳରେ ଦୁଇଟି ୱାର୍ଡକୁ ସଂଯୋଗ କରୁଥିବା ପୋଲରେ ଜଳ ସ୍ତର ବଢ଼ିବାରେ ଲାଗିଥିଲା। ଏକ ଅଜଣା ଯୁବକ ନିଜ ବାଇକରେ ପୋଲ ପାର ହେଉଥିବା ସମୟରେ ପ୍ରଖର ସ୍ରୋତରେ ଭାସିଯାଇଛନ୍ତି। ବହୁ ଚେଷ୍ଟା କରିବା ସତ୍ତ୍ୱେ ନଦୀ ପାର ହୋଇ ନପାରି ନିଜ ବାଇକ ସହ ପୋଲ ତଳକୁ ଖସି ଭାସି ଯାଇଛନ୍ତି। ଘଟଣା ସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବିଭାଗର ଛାନଭିନ ସତ୍ତ୍ୱେବି ଯୁବକ କିମ୍ବା ବାଇକର କୌଣସି ପତ୍ତା ମିଳିପାରି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି