Masthead

୨୪ ଘଣ୍ଟାରେ ୮୬୮ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୫୪୩୩ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୦୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୫୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦୧୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୮୨୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୦୮୮୫୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ