ଜାତୀୟ ପତାକାକୁ ଓଲଟା ଟଙ୍ଗାଇଲେ ସରପଞ୍ଚ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଦେଶ କାଲି ୭୫ତମ ସ୍ୱାଧିନତାର ଦିବସ ପାଳୁଥିବା ବେଳେ ଜାତୀୟ ପତାକାକୁ ଓଲଟା ଟଙ୍ଗାଇ ପତକା ଉତ୍ତଳନ କରି ବିବାଦରେ ଜଣେ ମହିଳା ସରପଞ୍ଚ । ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତରେ ।

ଭାରତୀୟ ସମ୍ବିଧାନର ଆଇନକୁ ଅସମ୍ମାନ କରିବାରୁ ଉକ୍ତ ସରପଞ୍ଚଙ୍କ ନାମରେ ବାଂଶଡା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ସରପଞ୍ଚଙ୍କ କହିବା କଥା କେହି ଅସାମାଜିକ ବ୍ୟକ୍ତି ମତେ ଫସାଇବା ପାଇଁ ଜାତୀୟ ପତାକାକୁ ଓଲଟା ଲଗାଇ ଦେଇଛି। ଏହାର ତଦନ୍ତ ପାଇଁ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ