Masthead

ଖୋଲିଲା ନବମ କ୍ଲାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୋଲିଲା ନବମ କ୍ଲାସ । କୋଭିଡ ଗାଇଡଲାଇନ ମଧ୍ୟରେ ଚାଲିଛି ପାଠପଢା । ସକାଳ ୯ରୁ ପାଠପଢା ଆରମ୍ଭ ହୋଇଥିବା ବେଳେ ୧୨.୩୦ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ହେବ । ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ ବୋର୍ଡ ଅନ୍ତଗର୍ତ ସମସ୍ତ ସ୍କୁଲରେ ଆରମ୍ଭ ହୋଇଛି ପାଠପଢା ।

ସ୍କୁଲ ଆସିବା ବାଧ୍ୟମୂଳକ କରାଯିବ ନାହିଁ, ବାପା-ମାଆଙ୍କ ଅନୁମତିରେ ସ୍କୁଲ ଆସିବେ ଛାତ୍ରଛାତ୍ରୀ । ଅନଲାଇନ ପାଠପଢା ମଧ୍ୟ ଜାରି ରହିବ । କରୋନା କଟକଣା କଡ଼ାକଡ଼ି ଭାବେ ପାଳନ କରାଯାଇ କ୍ଲାସ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ