Masthead

ଟ୍ରଫି ମିଳିଲା ବେଳେ ଅଧିକ ଖୁସି ନଥିଲେ ପୱନଦୀପ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):ହିନ୍ଦୀ ରିୟଲିଟି ଶୋ “ଇଣ୍ଡିଆନ ଆଇଡଲ-୧୨’ର ବିଜେତା ହୋଇଛନ୍ତି ଉତ୍ତରାଖଣ୍ଡର ପୱନଦୀପ ରାଜନ । ବିଜେତା ହେବା ପରେ ତାଙ୍କୁ ୨୫ଲକ୍ଷ ଟଙ୍କା ପୁରସ୍କାର ଓ ଏକ ମାରୁତି ସୁଜୁକି ସ୍ୱିଫ୍ଟ କାର ପ୍ରଦାନ କରାଯାଇଛି । ତେବେ କଞ୍ଜିଲାଲ ଓ ସାୟଲି କମ୍ବେଲ ଶୋର ପ୍ରଥମ ଓ ଦ୍ୱିତୀୟ ରନର୍ସ ଅପ ହୋଇଛନ୍ତି ।

ଶୋ’ର ବିଜେତା ହେବା ପରେ ପୱନଦୀପ ଏକ ସାକ୍ଷାତକାର ଦେଇଥିଲେ । ଏଥିରେ ସେ କହିଥିଲେ ଯେ, ମତେ ଟ୍ରଫି ପ୍ରଦାନ କରାଗଲା ସମୟରେ ମୁଁ ଅଧିକ ଖୁସିନଥିଲି । କାରଣ ସମସ୍ତେ ଏହି ଟ୍ରଫି ପାଇଁ ଯୋଗ୍ୟ ଥିଲେ । ତେବେ ଆଗକୁ ଆମେ ସମସ୍ତେ ଏକା ସହ କାମ କରିବାକୁ ଯୋଜନା ରଖିଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ