Masthead

କାବୁଲକୁ ବିମାନ ଉଡ଼ାଣ ବନ୍ଦ

(ବଡ଼ ଖବର ବ୍ୟୁରୋ): କାବୁଲକୁ ବିମାନ ଉଡ଼ାଣ ବନ୍ଦ । ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶ କାବୁଲକୁ ବିମାନ ଉଡାଣ ବାତିଲ୍ କରିଛନ୍ତି । କାବୁଲ ବିମାନ ବନ୍ଦରରେ ଆତଙ୍କୀ ତାମିବାନ ଓ ଆମେରୀୟ ସେନା ପକ୍ଷରୁ ସଂଘର୍ଷ ଚାଲିଥିବାରୁ ବିଶ୍ୱ ସମୁଦାୟ ଏଭଳି ପଦକ୍ଷେପ ନେଇଛନ୍ତି । ଆମେରିକା ସେନାର ଗୁଳିମାଡ଼ରେ ୮ ତାଲିବାନ ଆତଙ୍କୀଙ୍କ ମୃତ୍ୟୁ ହୋଇଛି । ଶତାଧିକ ଗୁରୁତର ହୋଇଥିବା ବେଳେ ଆମେରିକା ସୈନ୍ୟଙ୍କ କବଳରେ ରହିଛି କାବୁଲ ବିମାନବନ୍ଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ