Masthead

ସେପ୍ଟେମ୍ବର ୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଆରମ୍ଭ ହେବ ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧ରୁ ହେବ ବିଧାନସଭା ମୌସୁମୀ ଅଧିବେଶନ ,୧ରୁ ୯ଯାଏଁ ଚାଲିବ ଏହି ଅଧିବେଶନ । ଅଧିବେଶନ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଚିଠ କରାଯାଇଛି, ୫ ତାରିଖ ରବିବାର ଛାଡ଼ି ବାକି ୮ଦିନ ଚାଲିବ ବିଧାନ ସଭା ଅଧିବେଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ