Masthead

ଫାଟୁସିନେରୀରେ ବାରିକେଟ

କୋରାପୁଟ(ବଡ଼ ଖବର ବ୍ୟୁରୋ): କୋଟିଆକୁ ନେଇ ଥମୁନି ବିବାଦ । ଯେଉଁଥି ପାଇଁ ମୁହାଁମୁହିଁ ହୋଇଛି ଓଡ଼ିଶା-ଆନ୍ଧ୍ର। ଆନ୍ଧ୍ରର ସାଲୁର ବିଧାୟକ ଫାଟୁସିନେରୀ ଆସି ବୃକ୍ଷରୋପଣ, କମ୍ୟୁନିଟି ସେଣ୍ଟରର ଶିଳାନ୍ୟାସ ଭଳି କାର୍ଯ୍ୟକ୍ରମ କରିବାର ଥିଲା । ଯାହାକୁ ବିରୋଧ କରିଛି କୋରାପୁଟ ଜିଲ୍ଲାପ୍ରଶାସନ । ଫାଟୁସିନେରୀରେ ତିଆରି ହୋଇଛି ବାରିକେଟ । ସୀମାକୁ ସିଲ କରାଯାଇଛି । ବିବାଦୀୟ କୋଟିଆ ସୀମାନ୍ତରେ ଶାସକ ବିଜେଡି, ବିଜେପି, କଂଗ୍ରେସ ସିପିଆଇଏମ୍ ଭଳି ଦଳ ଉପସ୍ଥିତ ଥିଲେ । ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା ।

କୋଟିଆର ୨୧ଟି ଗାଁକୁ ନେଇ ଲାଗିରହିଛି ବିବାଦ । ଏହାକୁ ନେଇ ସୁପ୍ରିମକୋର୍ଟରେ ଆଇନଗତ ଲଢେଇ ଚାଲିଛି । ଫାଟୁସିନେରୀକୁ ଆନ୍ଧ୍ର ସରକାର ପଂଚାୟତର ମାନ୍ୟତା ଦେଇ ବିଗତ ଦିନରେ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା