Masthead

୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ସହ କିଛି ସ୍ଥାନରେ ପ୍ରବଳ ବର୍ଷା ବି ଆରମ୍ଭ ହୋଇଯାଇଛି । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି କନ୍ଧମାଳ, ବୌଦ୍ଧ, ପୁରୀ ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ନୂଆପଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହାସହ ଆସନ୍ତା ୫ଦିନ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ