Masthead

ଲଗାଣ ବର୍ଷାରେ ମାଲକାନଗିରି-ବାଲିମେଳା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ଜିଲ୍ଲାରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହେବା କାରଣରୁ ବୁଡିଲା କୋରକୋଣ୍ଡା ପୋଲ । ପୋଲ ଉପରେ ତିନି ରୁ ଚାରି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଥିବା ବେଳେ ମାଲକାନଗିରି ଠାରୁ ବାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଥିବା ବେଳେ ଶହ ଶହ ଲୋକେ ଫସି ରହିଛନ୍ତି । ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼