Masthead

ନୀରଜ ଚୋପ୍ରା ଅସୁସ୍ଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି ନୀରଜ ଚୋପ୍ରା । ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ଜାଭେଲିନ୍ ଫିଙ୍ଗାଳୀ ନୀରଜ ଚୋପ୍ରା । ତେବେ ଚୋପ୍ରାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ମଙ୍ଗଳବାର ପାନିପାତ ସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଅତ୍ୟଧିକ ଜ୍ୱରରେ ସେ ତଳେ ପଡ଼ିଯାଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଚୋପ୍ରା ପାନିପାତରେ ଆୟୋଜିତ ଏକ ସମାରୋହରେ ଅସୁସ୍ଥତା ଥିବା ଜଣାପଡିବାପରେ ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେ ନିଜକୁ ଅସୁସ୍ଥ ଅନୁଭବ କରିବା ପରେ କାର୍ଯ୍ୟକ୍ରମ ସମୟରେ ମଧ୍ୟଭାଗରୁ ମଞ୍ଚରୁ ବାହାରିଥିଲେ । ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା