Masthead

ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ମଦ ପିଇ ଶୋଇଛନ୍ତି ଅଫିସର

ସାହାରପଡ଼ା(ବଡ଼ ଖବର ବ୍ୟୁରୋ): ପ୍ରାଣୀ ଚିକିତ୍ସା କେନ୍ଦ୍ର ପାଲଟିଛି ଅଫିସରଙ୍କ ଆଡ୍ଡାସ୍ଥଳୀ । ଅଫିସ ଭିତରେ ମଦ ପିଇ ଶୋଇଛନ୍ତି ବାବୁ ।ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସାହାରପଡା ପ୍ରାଣୀ ଚିକିତ୍ସା କେନ୍ଦ୍ରରେ । ପ୍ରାଣୀଧନ ନିରୀକ୍ଷକ ଚିକିତ୍ସକ ଅଜୟ କୁମାର ପାତ୍ର ମଦ ପିଇ ଶୋଇଥିବାର ଭିଡିଓ ଏବେ ସାମ୍ନାକୁ ଆସିଛି । ପ୍ରାଣୀ ଚିକିତ୍ସା କେନ୍ଦ୍ରଟି ପ୍ରାୟ ସମୟରେ ବନ୍ଦ ରହୁ ଥିବା ଏବଂ ଅଫିସ ଭିତରେ ଥିବା ଔଷଧ ଏବଂ ଅନ୍ୟାନ୍ୟ ଜିନିଷ ପତ୍ର ଏଣେତେଣେ ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ