Masthead

୨୪ ଘଣ୍ଟାରେ ୧୦୪୧ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା