‘ୱାନ ଫଟୋଗ୍ରାଫ୍ ସ୍ପିକ୍ସ ଥାଉଜାଣ୍ଡ ଓ୍ବାର୍ଡସ୍’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ‘ଏ ଫଟୋଗ୍ରାଫ୍ ସ୍ପିକ୍ସ ଏ ଥାଉଜାଣ୍ଡ ଓ୍ବାର୍ଡସ୍’, ଅର୍ଥାତ ଗୋଟିଏ ଫଟୋ ହଜାରରୁ ଅଧିକ ଶବ୍ଦ କହିପାରେ। ଅନେକ ସ୍ଥାନରେ ତ ଶବ୍ଦ ପ୍ରୟୋଗ ପୂର୍ବରୁ କଥା କହିଥାଏ ଫଟୋଟିଏ । କଥାରେ ଅଛି ସମୟ ଥରେ ଗଡିଗଲେ ଆଉ ଫେରେନା । ହେଲେ ସେହି ସମୟକୁ ସ୍ମୃତି କରି ସାଇତି ରଖେ ଫଟୋ । ଫଟୋଗ୍ରାଫି କାହା ପାଇଁ ଏକ ନିଶା ତ କାହା ପାଇଁ ପେସା ହୋଇଥାଏ।

ଡିଜିଟାଲ ଓ ସ୍ମାର୍ଟଫୋନ ଯୁଗରେ ସମସ୍ତେ ଆଜିକାଲି ଜଣେ ଜଣେ ଫଟୋଗ୍ରାଫର ହେଲେ ବି ଏହା ଏଭଳି ଏକ କଳା ଯେଉଁଥିରେ ଆବଶ୍ୟକ ହୋଇଥାଏ ଆବେଗ, ଉତ୍କଣ୍ଠା, କୌତୂହଳ ଓ ସୃଜନଶୀଳତାର ମିଶ୍ରିତ ପ୍ରତିଫଳନ। ଫଟୋକୁ ସାଇତି ରଖିଥିବା ମଣିଷ ହେଉ କି ଫଟୋର ସେହି ସୁନ୍ଦର ମୁହୂର୍ତ୍ତକୁ ଠିକ୍ ସମୟରେ ନିଜ କ୍ୟାମେରା ଲେନ୍ସରେ ତୋଳି ଧରିଥିବା ମଣିଷ ହେଉ, ସମସ୍ତଙ୍କ ପାଇଁ ଏକ ଫଟୋଚିତ୍ରର ମହତ୍ତ୍ବ ବେଶ୍ ଗୁରୁତ୍ବପୁର୍ଣ୍ଣ। ନୀଳ ସମୁଦ୍ରରୁ ବନ୍ୟଜନ୍ତୁ ଯାଏଁ । ନୀଳ ଆକାଶରୁ ମାଟି ମଟାଳ ଯାଏଁ । ବିସ୍ତୃତ ଫଟୋଗ୍ରାଫିର ଦୁନିଆ । ଆମକୁ ସୁନ୍ଦର ସୁନ୍ଦର ମନଲାଖି ଫଟୋ ଭେଟିଦେଉଥିବା ଫଟୋଗ୍ରାଫର ବନ୍ଧୁ ମାନଙ୍କୁ ଆଜି ବିଶ୍ବ ଫଟୋଗ୍ରାଫି ଦିବସରେ ଶ୍ରଦ୍ଧା ଓ ଶୁଭେଚ୍ଛା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ