Masthead

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଗୁରାଣ୍ଡି ଥାନା ଅଧିକାରୀଙ୍କୁ ପଚରାଉଚରା

ଗଜପତି(ବଡ଼ ଖବର ବ୍ୟୁରୋ): ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା । ଘଟଣାକୁ ମାସେ ବିତିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ପାଖରେ ପହଂଚି ପାରୁନି କ୍ରାଇମବ୍ରାଞ୍ଚ ଟିମ୍ । ଗୁରାଣ୍ଡି ଥାନା ଅଧିକାରୀ ମମତାଙ୍କୁ ପଚରାଉଚରା ଜାରି । ମମତା ପଣ୍ଡାଙ୍କ ବିରୋଧରେ ସୌମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ ରହିଛି ।

ସେପଟେ ପୂର୍ବତନ ତଦନ୍ତକାରୀ ଅଧରକାରୀ ବିବେକାନନ୍ଦ ସ୍ୱାଇଁଙ୍କୁ ମଧ୍ୟ ତଦନ୍ତ ପରିସର ଭୁକ୍ତ କରାଯିବା ପାଇଁ ସ୍ପଷ୍ଟ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଯେକୌଣସି ସମୟରେ ବିବେକାନନ୍ଦଙ୍କୁ ଜେରା କରାଯାଇପାରେ । ପୂର୍ବରୁ ରୋଷେୟା, ଜଗୁଆଳିକୁ ଜେରା ସରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା