Masthead

ରାଜ୍ୟରେ ଟିକା ଅଭାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ଦେଖାଦେଇଛି ଟିକାକରଣର ଅଭାବ । ଆଜି ୧୨ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ବଲାଙ୍ଗୀର, ବାଲେଶ୍ବର, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ, ପୁରୀ, ସମ୍ବଲପୁର ଓ ସୋନପୁର ଜିଲ୍ଲାକୁ ବାଦ୍ ଦେଇ ଅନ୍ୟ ଜିଲ୍ଲାରେ ଟିକାକରଣ କରାଯିବ। ସମୁଦାୟ ୪୨୮ ଟିକାକରଣ ଅଧିବେଶନ ଅନୁଷ୍ଠିତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସମୁଦାୟ ୬୮୨ ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ୧୮-୪୪ ବର୍ଗର ୩୬,୫୦୫ଜଣ ପ୍ରଥମ ଓ ୩୨,୦୪୯ଜଣ ଦ୍ବିତୀୟ ଡୋଜ୍ ଟିକା ନେଇଛନ୍ତି। ସେହିପରି ୪୫ବର୍ଷରୁ ଅଧିକ ୧୧,୫୬୮ ପ୍ରଥମ ଓ ୧୩,୧୬୯ ଦ୍ବିତୀୟ ଡୋଜ୍ ଟିକା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ୨କୋଟି ୩୬ଲକ୍ଷ ୭ହଜାର ୨୯ ଡୋଜ୍ ଟିକା ଦିଆଗଲାଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ